ବରଗଡ଼ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ Rajalaxmi Sahoo

ବରଗଡ଼: ବରଗଡ଼ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ବରପାଲି ବ୍ଲକ୍‌ ଅଞ୍ଚଳର। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବୟସ ୪୦ ବର୍ଷ। କିଛି ଦିନ ତଳେ ସେ ମୁମ୍ବାଇରୁ ଫେରିଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ପୂର୍ବରୁ ବରଗଡ଼ରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଏଯାବତ୍‌ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 



from OTV Khabar. https://ift.tt/3c7UbJV
ବରଗଡ଼ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ Rajalaxmi Sahoo ବରଗଡ଼ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ Rajalaxmi Sahoo Reviewed by SUBHENDU BARAL on May 27, 2020 Rating: 5

No comments:

Powered by Blogger.