ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତ
ବିଶ୍ରା ଓ ଲାଠିକଟା ବ୍ଲକ୍ର। ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ସୂଚନା ଦେଇଛନ୍ତି।
୪ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ମହିଳା ଓ ୩ଜଣ ପୁରୁଷ ଥିବା ସୂଚନା। ସେମାନଙ୍କ ମଧ୍ୟରୁ ୨ଜଣ ମହାରାଷ୍ଟ୍ର ଓ ୨ଜଣ ଚେନ୍ନାଇରୁ ଫେରିଥିଲେ।
from OTV Khabar. https://ift.tt/2A3aAlG
ସୁନ୍ଦରଗଡ଼ରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ Rajalaxmi Sahoo
Reviewed by SUBHENDU BARAL
on
May 23, 2020
Rating:
No comments: