ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।
The post ଗଞ୍ଜାମରୁ ଆଉ ୫୦ କରୋନା ପଜିଟିଭ୍ ଚିହ୍ନଟ appeared first on OTV Khabar..
from OTV Khabar. https://ift.tt/3g0JJGt
ଗଞ୍ଜାମରୁ ଆଉ ୫୦ କରୋନା ପଜିଟିଭ୍ ଚିହ୍ନଟ Rajalaxmi Sahoo
Reviewed by SUBHENDU BARAL
on
June 25, 2020
Rating:
No comments: