ପୁଣି ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି ୨୮।୯: ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଗତକାଲି ହତ୍ୟା କରିଥିବା ଜଣାପଡିଛି । ମୃତକ ହେଲେ ଜାଙ୍ଗଲା ଗାଁର ବିଜୟ ପସରା ।

ସୂଚନାଯୋଗ୍ୟ ଯେ, ଗତ ୨୫ ତାରିଖ ରାତିରେ ବିଜୟକୁ ଘରୁ ଅପହରଣ କରିନେଇଥିଲେ ମାଓବାଦୀ । ଘଟଣାର ୪ ଦିନ ପରେ ଅର୍ଥାତ ସୋମବାର ଦିନ ଆଦୱାଡା ଜଙ୍ଗଲରୁ ତାଙ୍କ ମୃତଦେହ ମିଳିଛି । ମାଓବାଦୀଙ୍କ ଭୟରେ ପରିବାର ଲୋକେ ଥାନାରେ ଏତଲା ଦେଇନଥିବା ଜଣାପଡିଛି ।



from Prameya News7 https://ift.tt/338eYvR
ପୁଣି ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା ପୁଣି ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା Reviewed by SUBHENDU BARAL on September 27, 2020 Rating: 5

No comments:

Powered by Blogger.