ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର ୧୫।୦୯: ଆଜି ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ।

ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍  ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ଜିଏସ୍ ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍ କୁ କ୍ୟାବିନେଟ୍  ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି। ଏହାସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ବାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି ।



from Prameya News7 https://ift.tt/2FFtJwx
ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ Reviewed by SUBHENDU BARAL on September 14, 2020 Rating: 5

No comments:

Powered by Blogger.