ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ

ଜଳେଶ୍ବର ୨୨।୯: ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି  ଜଳକା ନଦୀ । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ମଥାନୀଠାରେ  ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ।  ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ବର୍ତ୍ତମାନ ୫.୮୫ମିଟର ଉପରେ ଜଳ ପ୍ରବାହିତ ହେଉଛି ।



from Prameya News7 https://ift.tt/2ZSSzk3
ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ Reviewed by SUBHENDU BARAL on September 21, 2020 Rating: 5

No comments:

Powered by Blogger.