ତାଳଚେର ୧୭।୦୯: ୧୪୯ ନଂ ଜାତୀୟ ରାଜପଥ କନକ ଦୁର୍ଗା ମନ୍ଦିର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ମିନି ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳେ କି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଜାତୀୟ ରାଜପଥ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ ସହ ମିନି ଟ୍ରକର ମୁହାଁମୁହାଁ ଧକ୍କା ହୋଇଛି । ଯାହାଫଳରେ କି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି । ସେହିପରି ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣାର ଖବର ପାଇ ସ୍ଥାନୀୟଲୋକ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
from Prameya News7 https://ift.tt/3mwYxAy
ଟ୍ରକ-ମିନି ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ
Reviewed by SUBHENDU BARAL
on
September 16, 2020
Rating:

No comments: