ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ Rajalaxmi Sahoo

ସୁରତ: ଗୁଜରାଟ ସୁରତର ହଜିରା ସ୍ଥିତ ONGC(Oil and Natural Gas Corporation) ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତି ସାଢ଼େ ୨ଟାରୁ ୩ଟା ମଧ୍ୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

ଲଗାତାର ୩ଟି ବଡ଼ଧରଣର ବିସ୍ଫୋରଣ ପରେ ପ୍ଲାଣ୍ଟ୍‌ରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ ହୋଇଥିବା ନେଇ ସୂଚନା ମିଳିପାରି ନାହିଁ।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହାର କାରଣ ଜଣାପଡ଼ି ନାହିଁ।

The post ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ appeared first on OTV Khabar..



from OTV Khabar. https://ift.tt/303FOmW
ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ Rajalaxmi Sahoo ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ Rajalaxmi Sahoo Reviewed by SUBHENDU BARAL on September 23, 2020 Rating: 5

No comments:

Powered by Blogger.