ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍ର ପ୍ରଥମ ମେରିଟ୍ ଲିଷ୍ଟ। ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଆଜି ହିଁ SAMS ଆକାଉଣ୍ଟରେ ଆଡମିଶନ୍ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ।
ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କଲେଜ୍ରେ ଆଡମିଶନ୍ ପାଇଁ ଛାତଛାତ୍ରୀ ଇ-ଆଡମିଶନ୍ ଲାଗି ଆବେଦନ କରିଛନ୍ତି।
The post Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ appeared first on OTV Khabar..
from OTV Khabar. https://ift.tt/3cBXURJ
Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ Rajalaxmi Sahoo
Reviewed by SUBHENDU BARAL
on
September 27, 2020
Rating:
No comments: