ଭୁବନେଶ୍ୱର: ଆସନ୍ତାକାଲି କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜି କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ ଏବଂ ମୟୂରଭଞ୍ଜରେ ମଧ୍ୟ ଘଡଘଡି ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
The post କାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ସମ୍ଭାବନା, ପ୍ରବଳ ବର୍ଷିବ ! appeared first on OTV Khabar..
from OTV Khabar. https://ift.tt/3ipjVFs
କାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ସମ୍ଭାବନା, ପ୍ରବଳ ବର୍ଷିବ ! Rajalaxmi Sahoo
Reviewed by SUBHENDU BARAL
on
September 11, 2020
Rating:
No comments: