ଭୁବନେଶ୍ୱର: ଭୁବନେଶ୍ୱର Directorate Of Factories & Boilers ର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ କରାଯାଇଛି।
ରମେଶ ଚନ୍ଦ୍ରଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ଜାରି ରଖିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର, କଟକ, ଯାଜପୁର, ପୁଡୁଚେରୀରେ ଥିବା ଘରେ ରେଡ୍ ଚାଲିଥିବା ଜଣାପଡ଼ିଛି। ସେ ପରିବାର ସଦସ୍ୟଙ୍କ ସହ ଅନେକ ଥର ବିଦେଶ ଗସ୍ତ କରିଥିବା ନେଇ ସୂଚନା ମିଳିଛି।
The post ଭିଜିଲାନ୍ସ ଜାଲରେ ବରିଷ୍ଠ ଅଧିକାରୀ appeared first on OTV Khabar..
from OTV Khabar. https://ift.tt/31V1brT
ଭିଜିଲାନ୍ସ ଜାଲରେ ବରିଷ୍ଠ ଅଧିକାରୀ Rajalaxmi Sahoo
Reviewed by SUBHENDU BARAL
on
September 02, 2020
Rating:
No comments: