ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ Rajalaxmi Sahoo

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ଦେହାନ୍ତ ହୋଇଛି।

ଗତକାଲି ରାତିରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି।

ସେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଦୁ ସୁଆର ନିଯୋଗର ସମ୍ପାଦକ ଥିଲେ। ପୂର୍ବରୁ ପ୍ରେମାନନ୍ଦ ଦାସମହାପାତ୍ର ଦଇତାପତି ନିଯୋଗର ସମ୍ପାଦକ ମଧ୍ୟ ଥିଲେ।

The post ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ appeared first on OTV Khabar..



from OTV Khabar. https://ift.tt/2FPvhED
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ Rajalaxmi Sahoo ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ Rajalaxmi Sahoo Reviewed by SUBHENDU BARAL on September 19, 2020 Rating: 5

No comments:

Powered by Blogger.