ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ Rajalaxmi Sahoo

ବାଲେଶ୍ୱର: ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ କପଡ଼ା ଓ ଲୁଗା ଦୋକାନୀ ସଂଘ ବିରୋଧ କରିଛି। ପୂର୍ବରୁ ବାଲେଶ୍ୱର ଚାମ୍ବର ଅଫ ଇଣ୍ଡଷ୍ଟ୍ରି ଆଣ୍ଡ୍ କମର୍ସ ନେତୃତ୍ୱରେ ୧୫ଟି ବ୍ୟବସାୟୀ ସଂଘ ଏକତ୍ରିତ ହୋଇ ଆଜିଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୭ଟାରୁ ଦୋକାନ ବଜାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ବିବୃତି ପ୍ରକାଶ ପାଇନାହିଁ।

ତେବେ ବାଲେଶ୍ୱର ଚାମ୍ବର ଅଫ ଇଣ୍ଡଷ୍ଟ୍ରି ଆଣ୍ଡ୍ କମର୍ସର ଏଭଳି ନିଷ୍ପତ୍ତିକୁ ଖୋଲାଖୋଲି ବିରୋଧ କରିଛି textile association ସଂଘ। ଏପରିକି ଯଦି ବି ଜିଲ୍ଲା ପ୍ରଶାସନ ବନ୍ଦ ସପକ୍ଷରେ ଯାଆନ୍ତି ତା’ହେଲେ ମଧ୍ୟ ସେମାନେ ବିରୋଧ କରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସଂଘ ପକ୍ଷରୁ କୁହାଯାଇଛି।

The post ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ appeared first on OTV Khabar..



from OTV Khabar. https://ift.tt/2HErFWI
ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ Rajalaxmi Sahoo ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ Rajalaxmi Sahoo Reviewed by SUBHENDU BARAL on September 30, 2020 Rating: 5

No comments:

Powered by Blogger.