୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ Rajalaxmi Sahoo

ଭୁବନେଶ୍ୱର: ନକ୍ସଲ ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ପୋଲିସ୍‌ଙ୍କୁ ସମ୍ମାନିତ କରିବ ରାଜ୍ୟ ପୋଲିସ୍‌‌। ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୋଲିସ୍ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୋଲିସ୍‌ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।

ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୋଲିସ୍ ମହାନିର୍ଦ୍ଦେଶକଙ୍କୁ କ୍ଷମତା ପ୍ରଦାନ କରାଯାଇଥିଲା। ଏନେଇ ଟ୍ୱିଟ୍‌ କରିବା ସହ ପଦକ ପାଇବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।

The post ୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ appeared first on OTV Khabar..



from OTV Khabar. https://ift.tt/3cvOVlc
୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ Rajalaxmi Sahoo ୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ Rajalaxmi Sahoo Reviewed by SUBHENDU BARAL on September 24, 2020 Rating: 5

No comments:

Powered by Blogger.