ଭୁବନେଶ୍ବର ୪।୧୦: ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
from Prameya News7 https://ift.tt/2SofFL5
ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ
Reviewed by SUBHENDU BARAL
on
October 03, 2020
Rating:

No comments: