ଭୁବନେଶ୍ୱରରୁ ୨ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର ୦୭।୧୦: ରାଜଧାନୀରୁ ଧରାପଡିଲେ ବନ୍ଧୁକ ବେପାରୀ । ପୋଲିସ ଚେକିଂ ସମୟରେ ଧରାପଡିଛନ୍ତି ବନ୍ଧୁକ ବେପାରୀ । ଭୁବନେଶ୍ୱର ଡିସିପି ଏନେଇ ସୂଚନା ଦେଇଛନ୍ତି ।

ଭୁବନେଶ୍ବର ଖଣ୍ଡଗିରି ଆଳୁଗଦି ଅଞ୍ଚଳରୁ ୨ ଜଣ ବନ୍ଧୁକ ବେପାରୀ ଗିରଫ। ବ୍ଲକିଂ ଚେକିଂ ସମୟରେ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ଚୋରା ବନ୍ଧୁକ ଜବତ କରାଯାଇଛି। ୨ ବନ୍ଧୁକ ବେପାରୀ ହେଲେ- ଯଦୁପୁର ଅଞ୍ଚଳର ପାଟୁ ଓରଫ୍ କାବୁଲା ଖାନ୍ ଏବଂ ଖୋର୍ଦ୍ଧା ଶରଧାପୁର ଅଞ୍ଚଳର କୋନୋ ଓରଫ୍ ଶେକ୍ ତେହସିଲ୍। ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।



from Prameya News7 https://ift.tt/2SxF6dj
ଭୁବନେଶ୍ୱରରୁ ୨ ବନ୍ଧୁକ ବେପାରୀ ଗିରଫ ଭୁବନେଶ୍ୱରରୁ ୨ ବନ୍ଧୁକ ବେପାରୀ ଗିରଫ Reviewed by SUBHENDU BARAL on October 06, 2020 Rating: 5

No comments:

Powered by Blogger.