ମେଷ – ଆଜି ବନ୍ଧୁଙ୍କ ସହାୟତାରେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ । ଚେଷ୍ଟା ଅବ୍ୟାହତ ରଖିଲେ ଆଶା ଅପୂରଣୀୟ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ – କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାମଗୁଡିକ ତ୍ୱରାନ୍ୱିତ କରିପାରିବେ । ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ – ଆଜି ଏକ ବିଶେଷ କାର୍ଯ୍ୟକ୍ରମରୁ ଅର୍ଥଲାଭ ଓ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ପରିବାରର ଅବଶ୍ୟକତାକୁ ନେଇ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ – ଆଜି ସାମାଜିକ ସ୍ତରରେ ନିଜ କ୍ଷମତାର ଅପବ୍ୟବହାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ – ଆପଣଙ୍କ ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ର କ୍ରମଶଃ ବୃଦ୍ଧି ପାଇବ । ଏକାଧିକ ବିଭିନ୍ନ ପ୍ରକାରର କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କନ୍ୟା – ଆପଣ ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ । ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ତୁଳା – ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ । ବନ୍ଧୁମାନଙ୍କ ସହ ହସ ଖୁସୀ ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା – ପାରିପାଶ୍ୱିର୍କ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା ପାଇଁ ପ୍ରସ୍ତୁତିପର୍ବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ – ଭୁଲ୍ ବୁଝାମଣା କାରନରୁ ପରିବାରରେ ଶ୍ରଦ୍ଧା, ସମ୍ମାନ ଓ ଆଦରର ନ୍ୟୂନତା ଉପଲବ୍ଧ କରିବେ । ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମକର – କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫।
କୁମ୍ଭ – କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜି ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ମୀନ – ଆପଣଙ୍କ ଲୋକପ୍ରିୟତା ଓ ପ୍ରତିଷ୍ଠା ପ୍ରଶଂସା ଅନ୍ୟମାନଙ୍କର ଶୁଭେଚ୍ଛା ଓ ଆଶୀର୍ବାଦର କାରଣ ହୋଇପାରେ । ହଠାତ୍ ଅସହଯୋଗ କରି ସମସ୍ୟାର କେନ୍ଦ୍ରକରି ପାଲଟି ଯାଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
from Prameya News7 https://ift.tt/2HtscLv
No comments: