ବିଳମ୍ବିତ ରାତିରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ Rajalaxmi Sahoo

ବିଷ୍ଣୁପୁର: ମଣିପୁରର ବିଷ୍ଣୁପୁର ଅଞ୍ଚଳରେ ଗତକାଲି ରାତିରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ରେକର୍ଡ କରାଯାଇଛି।

National Center for Seismologyର ସୂଚନା ଅନୁସାରେ, ରାତି ୧୧ଟା ୮ରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ବିଷ୍ଣୁପୁରରୁ ୩୦ କି.ମି. ଦୂରରେ ଥିଲା।

ହଠାତ୍‌ ଭୂକମ୍ପ ହେବା ଯୋଗୁ ଭୟରେ ଲୋକମାନେ ଘରୁ ବାହାରକୁ ଚାଲି ଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।

The post ବିଳମ୍ବିତ ରାତିରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ appeared first on OTV Khabar..



from OTV Khabar. https://ift.tt/2SJc4Yh
ବିଳମ୍ବିତ ରାତିରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ Rajalaxmi Sahoo ବିଳମ୍ବିତ ରାତିରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ Rajalaxmi Sahoo Reviewed by SUBHENDU BARAL on October 10, 2020 Rating: 5

No comments:

Powered by Blogger.