ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ,ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୧ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଏହାସହ ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।
The post ବର୍ଷା ସହ ବଜ୍ରପାତ ଆଶଙ୍କା: ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ appeared first on OTV Khabar..
from OTV Khabar. https://ift.tt/3drrdHq
ବର୍ଷା ସହ ବଜ୍ରପାତ ଆଶଙ୍କା: ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ Rajalaxmi Sahoo
Reviewed by SUBHENDU BARAL
on
October 13, 2020
Rating:
No comments: