ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ Rajalaxmi Sahoo

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମା ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ଦାସଙ୍କ ବିରୋଧରେ ଜଗନ୍ନାଥ ସେନା ଓ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଗତକାଲି ପୁରୀ ସମୁଦ୍ରକୂଳ ଥାନାରେ ପୋଲିସ୍ ଉମା ସାମନ୍ତରାୟଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି।

ଏପିଡେମିକ ଆକ୍ଟରେ ମାମଲା ରୁଜୁ କରାଯାଇ ଉମାଙ୍କ ବିରୋଧରେ ଆଇପିସି ୨୬୯ ଓ ୨୭୦ ଦଫା ଲାଗିଛି।

The post ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ appeared first on OTV Khabar..



from OTV Khabar. https://ift.tt/2SGnNHd
ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ Rajalaxmi Sahoo ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ Rajalaxmi Sahoo Reviewed by SUBHENDU BARAL on October 09, 2020 Rating: 5

No comments:

Powered by Blogger.