ମେଷ – ଶନିବାର ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯତ୍ନ କରିବେ। ଆନୁଷ୍ଠାନ୍ଖଳ କାର୍ଯ୍ୟ ପାଇଁ ଘର ସାହସଜ୍ଜାରେ ମଜ୍ଜି ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ – ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ । ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ – ଆକସ୍ମିକ କଳହ ସାଙ୍ଗକୁ ସହକର୍ମୀ କିମ୍ବା ପଡୋଶୀମାନଙ୍କ ସହ ସମ୍ପର୍କରେ ବିଭ୍ରାଟ ଘଟିବ । ପରିବାର ମଧ୍ୟରେ ଅନେକ ସମସ୍ୟା ରହିଛି, କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ – କୌଣସି ଅତୀତ ଘଟଣା ସକାଶେ ଅନୁତାପ କରିପାରନ୍ତି । ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ । ଶୁଭ ରଙ୍ଗ ଲାଲ୍ଲ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ସିଂହ – ଆଜି ମନ ବୁଝିଲା ଭଳି କଥା କହି ଅର୍ଥ ଯୋଗାଡ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ । ଭ୍ରମଣରେ ଯିବାକୁ ପରିବାରରୁ ସମର୍ଥନ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।
କନ୍ୟା – ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମ କଲେ ସମସ୍ୟା ସରଳ ସମାଧାନ ହେବାରେ ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା – ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସହ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ । ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବିଛା – ଆଜିର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ – କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ । ସଫଳତା ପାଇବା ଯୋଗୁଁ ମନ ଖୁସି ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମକର – ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କୁମ୍ଭ – ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମୀନ– ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡିପାରେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
from Prameya News7 https://ift.tt/3biGc5E
No comments: