ମେଷ – ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ । ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ – ସୁଯୋଗ ଆପଣା ଛାଏଁ ଆସିବ, ସାନଧାନତା ସହକାରେ ତାହାର ଉପଯୋଗ କରି ପାରିଲେ ହେଲା । ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଉତ୍ତମ ଫଳ ପାଇବେ ।
ମିଥୁନ – ଉପରିସ୍ଥ ଭୁଲ୍ ବୁଝାମଣା କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତି ଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍କଟ – ଆଜି ଭାଇ,ବନ୍ଧୁ, ସହକର୍ମୀ, ଅଂଶୀଦାର ବ୍ୟବସାୟୀମାନଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ । ଯାତ୍ରା ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି – କାମଟି ହଠାତ୍ ହୋଇଯିବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ସିଂହ – ଆଜି ଅସାବଧାନତା ବଶତଃ ଧନ ହାନି ଯୋଗ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରିବା ଭଲ । ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କନ୍ୟା – ଦୀର୍ଘ ଦିନରୁ ଲାଗି ରହିଥିବା ଅପୂରଣୀୟ ଆଶା ଓ ଅର୍ଥର ଅଭାବ ହେତୁ ମାନସିକ ସ୍ଥିରତା ରହିବ ନାହିଁ । ହାତକୁ ନେଇଥିବା କାମ ବିଷୟରେ ଯାହା କରିବା କଥା ଶୀଘ୍ର ଶେଷ କରିବା ଭଲ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା – ଆଜି ମନ ଅନୁଯାୟୀ କାମ କରିବାରେ ଅସୁବିଧା ନାହିଁ । ପ୍ରତ୍ୟେକ କାମରେ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଅନିଷ୍ଠାନ, ସଭା ସମିତି, କଚେରି ମାମଲା ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
• ଗୃହିଣୀ- ଧାର୍ମିକ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି – କାମଟି ହଠାତ୍ ହୋଇଯିବ ।
• ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
ବିଛା – ବହୁ ବିଚାରବିମର୍ଶ ପରେ ପୂର୍ବ କଳ୍ପିତ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସାହାର୍ଯ୍ୟରୁ ପାରିବାରିକ ସ୍ଥିତିରେ କିଛିଟା ଉନନ୍ତି ଘଟିବ । ଭାବୁଥିବା କାମଟିକୁଶେଷ କରିପାରିବେନି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖଭାରା ଦିନଟି ।
ଧନୁ – ଆଜି ଦିନ ମଧ୍ୟରେ ଯେତିକି ପାଇବେ, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ । ଶିକ୍ଷା, ସନ୍ତାନ, ପରୀକ୍ଷା ଓ ଇଣ୍ଟରଭ୍ୟୁ କ୍ଷେତ୍ରରେ ସଫଳତା ପାଇବେ । ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ମକର – ଦୀର୍ଘ ଦିନରୁ ପଡି ରହିଥିବା କାମ ସକାଶେ ଚିନ୍ତା କରି ପାରନ୍ତି । ପଡୋଶୀ କିମ୍ବା ସହକର୍ମୀମାନେ ଫାଇଦା ହାସଲ ସକାଶେ ନିଜର ଭଳି ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
• ରୋଗୀ- ସତର୍କତାର ଦିନ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ – ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଗୁଁସାର ହୋଇ ସଫଳତା ହାସଲ କରିବେ । ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମୀନ – ଆଜି ପ୍ରତ୍ୟୁଷ ଯାତ୍ରା ଆପଣଙ୍କ ପାଇଁ ସଫଳତା ଆଣି ଦେବ । ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୌରବାର୍ଜନ ନିଶ୍ଚିତ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
from Prameya News7 https://ift.tt/39AJ91i
No comments: