ଭୁବନେଶ୍ୱର ୧୦।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୯୨ ଜଣ ଲୋକାଲ୍ କେସ୍ ରହିଛନ୍ତି ।
Covid-19 Report For 9th July
— I & PR Department, Odisha (@IPR_Odisha) July 10, 2021
New Positive Cases: 2334
In quarantine: 1342
Local contacts: 992
(Details of local contacts will be shared by concerned Dist Administration)
District Wise Cases:
1. Angul: 64
2. Balasore: 164
3. Bargarh: 17
4. Bhadrak: 121
5. Balangir: 6
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୩୭୧ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୧ଜଣ, ଯାଜପୁର ଜିଲ୍ଲାରୁ ୧୭୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୦ଜଣ, କୋରାପୁଟ ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ଜଣ, ଷ୍ଟେଟ ପୁଲ୍ରୁ ୭୬ଜଣ ରହିଛନ୍ତି ।
22. Mayurbhanj: 104
— I & PR Department, Odisha (@IPR_Odisha) July 10, 2021
23. Nawarangpur: 7
24. Nayagarh: 94
25. Nuapada: 3
26. Puri: 106
27. Rayagada: 38
28. Sambalpur: 21
29. Sonepur: 12
30. Sundargarh: 87
31. State Pool: 76
New recoveries: 3341
Cumulative tested: 14490021
Positive: 937470
Recovered: 906519
Active cases: 26364
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୭୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୩୬୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୬୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୪୯୦୦୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/2UD8kvu

No comments: