ସମ୍ବଲପୁର ୧୧।୦୭: ଆଜି ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟା ଜଳ । ଦିନ ୧୧ଟାରେ ଛଡ଼ାଯିବ ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରରେ କ୍ରମାଗତ ଭାବେ ଜଳସ୍ତର ବଢୁଥିବାରୁ ଏପରି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ କର୍ତ୍ତୃପକ୍ଷ ।
ରବିବାର ସକାଳ ୧୧ଟାରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ତଳମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି.ଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଏନେଇ ଏକ ଚିଠି ମାଧ୍ୟମରେ ହୀରାକୁଦ ଡ୍ୟାମର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଅବଗତ କରିଛନ୍ତି ।
from Prameya News7 https://ift.tt/3yMInZw
ହୀରାକୁଦରେ ବଢୁଛି ଜଳସ୍ତର, ଆଜି ଛଡାଯିବ ପ୍ରଥମ ବନ୍ୟା ଜଳ
Reviewed by SUBHENDU BARAL
on
July 10, 2021
Rating:
Reviewed by SUBHENDU BARAL
on
July 10, 2021
Rating:

No comments: