ଭୁବନେଶ୍ୱର ୦୮।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୨୩୩୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୦୮୪ ଜଣ ଲୋକାଲ୍ କେସ୍ ରହିଛନ୍ତି ।
Covid-19 Report For 7th July
— I & PR Department, Odisha (@IPR_Odisha) July 8, 2021
New Positive Cases: 2542
In quarantine: 1458
Local contacts: 1084
(Details of local contacts will be shared by concerned Dist Administration)
District Wise Cases:
1. Angul: 60
2. Balasore: 221
3. Bargarh: 17
4. Bhadrak: 100
5. Balangir: 2
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୧ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୦୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୮ଜଣ, ଯାଜପୁର ଜିଲ୍ଲାରୁ ୧୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୪ଜଣ, କୋରାପୁଟ ଜିଲ୍ଲାରୁ ୪୦ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୮ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫୦ଜଣ, ରାୟଗଡ଼ା ଜିଲ୍ଲାରୁ ୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ୍ ପୁଲ୍ରୁ ୭୭ଜଣ ରହିଛନ୍ତି ।
22. Mayurbhanj: 124
— I & PR Department, Odisha (@IPR_Odisha) July 8, 2021
23. Nawarangpur: 12
24. Nayagarh: 78
25. Nuapada: 8
26. Puri: 150
27. Rayagada: 37
28. Sambalpur: 28
29. Sonepur: 5
30. Sundargarh: 57
31. State Pool: 77
New recoveries: 2920
Cumulative tested: 14335808
Positive: 932330
Recovered: 900282
Active cases: 27580
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୫୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୦୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୩୩୫୮୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/3qY2qBh
No comments: