ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ। ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଇବ।
from Latest Odisha News, Breaking News Today | Top Updates on Corona - OTV News https://ift.tt/2YCiMG3
ପଞ୍ଚାୟତ ନିର୍ବାଚନରେ କେଉଁଥି ପାଇଁ କେତେ ସିଟ୍ Otv Khabar Bureau
Reviewed by SUBHENDU BARAL
on
October 08, 2021
Rating:
No comments: