ମାର୍ଚ୍ଚ ୦୨ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଈର୍ଷାଳୁ ହେବା କାରଣରୁ ଚାପଗ୍ରସ୍ତ ରହିବେ । ସ୍ୱାଭିମାନି ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହ-ଯୋଗୀ ବ୍ୟବସାୟ ଲାଭଜନକ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟ ଲାଭଜନକ ହେବ । ପରିସ୍ଥିତିକୁ ଦୃଷ୍ଟିରେ ରଖି ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ନିଜ କାର୍ଯ୍ୟ ଶୈଳୀ ପାଇଁ ମନରେ ଅହଂଭାବ ଆସିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଆମୋଦ-ପ୍ରମୋଦରେ ପରିବାର ସହିତ ସମୟ ଅତିବାହିତ କରିପାରନ୍ତି । ଭାଇମାନଙ୍କ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଚଞ୍ଚଳମନା ହୋଇପାରନ୍ତି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ କିନ୍ତୁ ବଡ ଲୋକଙ୍କ ପରାମର୍ଶ ନେବାକୁ ଭୁଲିବେନି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ସିଂହ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ,ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ଏବଂ କୃଷିକର୍ମକାରୀ, ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇ ଭଉଣୀ ଭିତରେ ସ୍ନେହ ଭାବ ବୃଦ୍ଧି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – ମନ ପ୍ରସନ୍ନ ରହିବ । ଧର୍ମପରାୟଣ ଓ ମଧୁରଭାଷୀ ଭାବେ ଜନାଦୃତ, ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର ସମ୍ମାନ ପାଇବେ । ବନ୍ଧୁ ପ୍ରେମୀ ଓ ସାହସୀ ପାଇଁ ବନ୍ଧୁମାନଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ପରୋପକାରକୁ ଜୀବନ ବ୍ରତ ଭାବେ ଗ୍ରହଣ କରିପାରନ୍ତି । ଭାଗ୍ୟଶାଳୀ ହୋଇପାରନ୍ତି । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଅଧିକ ହୋଇପାରେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ଚଞ୍ଚଳମନା ଏବଂ ଅତ୍ୟାବଶ୍ୟକ ଦ୍ରବ୍ୟ କ୍ରୟରେ ଅଧିକ ଖର୍ଚ୍ଚାନ୍ତ ହେବେ । ନୀତିନିଷ୍ଠ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଦୂରଦ୍ରଷ୍ଟା ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – କାର୍ଯ୍ୟ ଫଳଦାୟୀ ଓ ସରକାରୀ ସ୍ତରୁ ଧନ ଲାଭ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଜୀବନକୁ ସରଳ ବନାଇବା ପାଇଁ ପରକଥାକୁ ଶୁଣିବା ବନ୍ଧ କରନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ – ସମୟ ସହିତ ତାଳ ଦେଇ କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ସରକାରୀ କୃପା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।



from Prameya News7 https://ift.tt/JXNkprl
ମାର୍ଚ୍ଚ ୦୨ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ମାର୍ଚ୍ଚ ୦୨ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on March 01, 2022 Rating: 5

No comments:

Powered by Blogger.