ମେଷ–କୌଣସି ଘଟଣାକୁ ନେଇ ଆଜି ଆପଣଙ୍କ ମନ ଅଶାନ୍ତ ରହିପାରେ । ଅଫିସ୍ରେ ସାଧାରଣ କଥାକୁ କେନ୍ଦ୍ରକରି ଅଧସ୍ତନ କର୍ମଚାରୀ ସମସ୍ୟାକୁ ବୃଦ୍ଧି କରିପାରନ୍ତି । ଭୋଗବିଳାସ, ସାମାଜିକ ସମ୍ମାନ ଓ ବନ୍ଧୁ ସମ୍ପର୍କକୁ ପ୍ରାଧାନ୍ୟ ଦେଇ କାମ କରିବେ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୯ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବୃଷ–ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ, ଯଦ୍ୱାରା ଜାଣିଶୁଣି ସବୁ କଥାରେ ନିରବ ରହିବାକୁ ପଡିବ । ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୫ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
କର୍କଟ–କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିବାକାରଣରୁ କ’ଣ କିଛି ଠିକ୍ କରିପାରିବେ ନାହିଁ । ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି ।ସନ୍ତାନମାନଙ୍କ ଶୁଭ ଖବର ପାଇ ଖୁସିହେବେ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୧ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ସିଂହ – ଅଧୈର୍ଯ୍ୟ ନ ହୋଇ ସ୍ଥିର ଭାବରେ କାମକଲେ ପରିସ୍ଥିତି ମୁକାବିଲାରେ ସମର୍ଥ ହେବେ । ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ଶେୟାରବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକ ପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍ ।
କନ୍ୟା–ଆଜି ବନ୍ଧୁମାନଙ୍କ ସହାୟତା ଲାଭକରି ସମସ୍ୟା ଗୁଡିକ ଆପଣାଛାଏଁ ସୁଧୁରି ଯିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ପରିଲକ୍ଷିତ ହେବାର ଆଶଙ୍କା ଦେଖା ଦେବ ।ବନ୍ଧୁଙ୍କ ଆଶ୍ରୟ ନେଇପାରନ୍ତି, ଯାହାକି ଆପଣଙ୍କ କାମରେ ଆସିବ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ-ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
ତୁଳା– ପାରିବାରିକ ଓ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ । ଦିନଟିରେ ଛୋଟଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗ ପ୍ରତି ଧ୍ୟାନ ଦେଲେ ନିଜଲୋକଙ୍କୁ ସନ୍ଦେହ କରିବାର ପରିସ୍ଥିତି ସୃଷ୍ଟିହେବ । ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୬ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।
ବିଛା– ଆଜି ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ପାରିବାରିକ ପ୍ରତିରୋଧ ଓ ଖର୍ଚ୍ଚାନ୍ତକୁ ରୋକିପାରିବେ ନାହିଁ ।ମାନସିକ ଅସ୍ଥିରତା ଲାଗିରହିବା କାରଣରୁ ପ୍ରତ୍ୟେକ କାର୍ଯ୍ୟାବଳୀର ସଠିକ୍ ସମୀକ୍ଷା କରିବାରେ ପଛେଇ ଯାଇପାରନ୍ତି ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ଧନୁ –ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ଘର କାମସାଙ୍ଗକୁ ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଦେବେ ।ବ୍ୟବସାୟରେ ବ୍ୟସ୍ତ ରହି ଲାଭବାନ୍ହେବେ । ଅନ୍ୟର କାନକୁହା କଥାକୁ ସତମଣି ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ବୁଝିବେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର–କର୍ମକ୍ଷେତ୍ରରେ ଫାଇଲ୍ କାମ, ଯାନ୍ତ୍ରିକତ୍ରୁଟି, ମିଟିଂ ପ୍ରଭୃତିରେ ବ୍ୟସ୍ତ ରହିପାରନ୍ତି ।ଜଞ୍ଜାଳ ବଢିବା କାରଣରୁ ପରିବାର ପ୍ରତି ବିମୁଖ ହୋଇପାରନ୍ତି । ନିର୍ଭର କରିବା ଦ୍ୱାରା ପୂର୍ଣ୍ଣମାତ୍ରାରେ କାମ ମଧ୍ୟ ହାସଲ ହୋଇ ନ ପାରେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
କୁମ୍ଭ -ସମସ୍ୟାର ସମାଧାନ, ନୈରାଶ୍ୟଜନକ ସ୍ଥିତିରେ ଆଶାର ସଞ୍ଚାର, ଅର୍ଥଲାଭ ଓ କାମହାସଲରେ ଅନୁକୂଳତା ପରିଲକ୍ଷିତ ହେବ । ଅନ୍ୟମାନେ ପଛରେ ସମାଲୋଚନାତ୍ମକ ମନ୍ତବ୍ୟ ଦେଇପାରନ୍ତି ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମୀନ – ଯାହାଭାବୁଛନ୍ତି ତାହା କରିଚାଲନ୍ତୁ, ମାତ୍ର ଆଜି କେବଳ କଳା, ଟେରା, ଟାଙ୍ଗରା ଓ ଦାନ୍ତୁରାବ୍ୟକ୍ତିଙ୍କ ପ୍ରତିସତର୍କତା ଅନଲମ୍ବନ କରିବା ଭଲ ହେବ ।ଭାବୁଥିବା କାମଟିକୁ ଶେଷ କରିପାରିବା କ୍ଷେତ୍ରରେବିଭିନ୍ନ ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିବ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୮ ।
ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ଗୁରୁବାର
୩ ଟିଜାଗାରୁମିଳିବ ଧନଲାଭ
ମାର୍ଚ୍ଚରେ ହେବାକୁ ଯାଉଛି ଭଦ୍ରଯୋଗ ରାଜଯୋଗ
from Prameya News7 https://ift.tt/bIyzCwt

No comments: