ମେଷ–କର୍ମୋନ୍ନତି, ଧନଲାଭ, ମିତ୍ରବନ୍ଧୁଙ୍କ ସହାୟତା ପାଇ ଚେଷ୍ଟା କରୁଥିବା କାମ ସାକାର କରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନରୂପ ଦେବାରେ ସମର୍ଥ ହେବେ । ଆଜିର ପ୍ରତେୁ୍ୟଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ବଳାଇବେ ଓ ବନ୍ଧୁମିଳନ ଘଟିବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତ ଛଡା ହୋଇଯିବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବୃଷ– ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ । ପ୍ରତିଯୋଗିତାରେ ସଫଳତା, ମାଲି ମୋକଦ୍ଦମାରେ ବିଜୟ ଯୋଗୁ ମନ ଖୁସିରହିବ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମିଥୁନ – ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ କିମ୍ବା ଶିକ୍ଷା, ସନ୍ତାନ, ସମ୍ପର୍କ କ୍ଷେତ୍ରରେ ବ୍ୟତିକ୍ରମ ଦେଖା ଦେବ ।ସକାଳୁ କର୍ମାରମ୍ଭରେ ସଙ୍କଟର ସମ୍ମୁଖୀନ ହେବେ ।କୌଣସି କାମ ସକାଶେ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
କର୍କଟ– ଧନହାନି ଓ ଅଭାବ ସଙ୍ଗକୁ କଥା ଓ କାମରେ ତାଳମେଳର ଅଭାବ ମୁଖ୍ୟ ସମସ୍ୟା ପାଲଟିଯିବ । ଯାତ୍ରା,ବାଣିଜ୍ୟ, ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନ କରିବେ । ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ତିକ୍ତତା ଦେଖା ଦେଇପାରେ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ସିଂହ –ବିଭିନ୍ନ ପ୍ରକାରର ସୁଖସମ୍ଭୋଗ ଓ ବିଳାସ ବ୍ୟସନର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ନ ହୋଇପାରେ । ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୫ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଅର୍ଥହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା–ଅର୍ଥଲାଭ, ସ୍ୱାଦିଷ୍ଟ ଭୋଜନ,ବନ୍ଧୁଙ୍କ ଆଦର ସୋହାଗମନକୁ ପ୍ରଫୁଲ୍ଲିତ ରଖିବ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସ୍ୱାଭାବିକ କରିବାରେ ସମର୍ଥ ହେବେ ।ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
ଗୃହିଣୀ-ସୁଖୀହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ତୁଳା– ଅଟକି ରହିଥିବା କାମଗୁଡିକ ସମ୍ପୂର୍ଣ୍ଣ କରିପାରିବା ଯୋଗୁ ମାନସିକ ପରିତୃପ୍ତି ଲଭିବେ । ସବୁ ପରିସ୍ଥିତିକୁ ସାମ୍ନା କଲେ ଅବଶ୍ୟ ଉପକୃତ ହେବେ ।କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିପାରେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୨ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବିଛା– ନିଜ ଲୋକମାନେ ଦୂରେଇ ରହିବେ କିନ୍ତୁ କୌଣସି କାମ ଅଟକିବ ନାହିଁ ।ଘରୋଇ କ୍ଷେତ୍ରରେ ପଡୋଶୀ କିମ୍ବା ସହକର୍ମୀଙ୍କ ସାହାନୁଭୂତି ନିଶ୍ଚୟ ଲାଭକରିବେ ଓ ସମସ୍ୟାର ସମାଧାନ ହୋଇଯିବ । ଅଭାବ ପୂରଣ ଦିଗରେ ଜଣେ ମହିଳା ସାହାର୍ଯ୍ୟ କରିବେ ।ଶୁଭରଙ୍ଗ ଗାଢ ନୀଳ ।ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ –ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ ।ସ୍ୱାସ୍ଥ୍ୟରେ ଉନ୍ନତି, ଯାନବାହନ ଲାଭ, ଗୃହ ନିର୍ମାଣ, ଜମିଜମାରେ ଅଗ୍ରଗତି ଘଟିବ ।ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୫ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
କର୍ମଜୀବି-ପ୍ରଶଂସିତହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ମକର–ଧନଲାଭ, ନୂତନ କର୍ମାରମ୍ଭ,ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଦୂର ଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଖୁସିରହିବ । ପାରିବାରିକ ସ୍ଥିରତା, ଅର୍ଥଭାବ ଦୂର, କାର୍ଯ୍ୟସିଦ୍ଧି ହେତୁ ଅପରାହ୍ନଟି ଖୁସିରେ କଟିବ ।ସ୍ୱଭାବ ଯୋଗୁ ବିଚଳିତ ହୋଇପାରନ୍ତି ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୧ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
କୁମ୍ଭ -ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିୟୋଜିତ ରହିବେ ।ସକାଲ ସମୟଟି ପ୍ରାୟତଃ ଭଲ ରହିବ ତଥାପି ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ ।ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୩ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
ମୀନ – ସାମାଜିକ ସୁସମ୍ପର୍କ ହ୍ରାସ ପାଇବ ଏବଂ ପରିବାରରେ ମତାନ୍ତର ଦେଖା ଦେଇପାରେ । ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ବିଳମ୍ବରେ ପାଇବେ । ଭ୍ରାତୃ ବିବାଦ କିମ୍ବା ଜମିଜମା ସମସ୍ୟାର ସମାଧାନ ଆଶା କରାଯାଇପାରେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍କରିବାଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।
from Prameya News7 https://ift.tt/fKcyHmV

No comments: