ମାର୍ଚ୍ଚ ୦୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କୌଣସି ଆଲୋଚନାରେ ସହକର୍ମୀ କିମ୍ବାବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ ।ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଆଇନ ଅଦାଲତ ତଥା ପ୍ରଶାସନ କ୍ଷେତ୍ରରେ ସୁଫଳ ପାଇବେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭହେବ ।
ଗୃହିଣୀ-ଧାର୍ମିକ ହେବେ ।

ବୃଷ– ଆକସ୍ମିକ ପରିସ୍ଥିତି ବଦଳିଯିବା କାରଣରୁ ବନ୍ଧୁମାନଙ୍କର ଆଶାନୁରୂପ ସାହାର୍ଯ୍ୟ ପାଇପାରିବେ ନାହିଁ । ଆର୍ଥିକସ୍ଥିିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ ।ଈର୍ଷା ପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଜୀବନ ଚର୍ଯ୍ୟା ମନ୍ଦ ହେବନି ।ସ୍ତ୍ରୀ ସମ୍ପର୍କ, ଆର୍ଥିକ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ ।କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଭଳି କାମ କରିବା ଠିକ୍‌ହେବ ନାହିଁ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବାଉଚିତ୍ ।(ପରୀକ୍ଷିତ)
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ– ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ ।ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ।ମନେ ମନେ ଭାବୁଥିବା କାମଟି ସକାଶେ କିଛିସହ-ଯୋଗ ଲାଗି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୪ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ – ଆଜିସକାଳୁ ଆନୁଷ୍ଠାନିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡୋଶୀଙ୍କ ପାଇଁ ତ୍ୟାଗ ସ୍ୱୀକାରକଲେ ମଧ୍ୟ ସେମାନଙ୍କ ଭୁଲ୍ ଧାରଣାକୁ ବଦଳାଇ ପାରିବେ ନାହିଁ । ଆୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧିକାରଣରୁ ଚିନ୍ତିତହେବେ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୨ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ଆଜିର କର୍ମକ୍ଷେତ୍ରରେ ବିଳମ୍ବିତ ସମୟରେ ଆନୁଷ୍ଠାନିକ ସାହାର୍ଯ୍ୟ ଲାଭ କରି ସହଜରେ କାମ ହାସଲ କରିବେ ।ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୭ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା–ସକାଳୁ ସକାଳୁ ଅର୍ଥ, ସ୍ୱାସ୍ଥ୍ୟ ଓ ପୂର୍ବଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ । ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ ।ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାର୍ଯ୍ୟ କରିବେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ୨ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରି କାମ ହାସଲ କରିପାରିବେ । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ।ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାର୍ଯ୍ୟ ନେବାର ସମ୍ଭାବନା ରହିଛି ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୯ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ମାନସିକ ଅସ୍ଥିରତା ଥିଲେ ମଧ୍ୟ କଥାବାର୍ତ୍ତାରେ ସତର୍କ ନ ରହିଲେ କଳହ ଲାଗିପାରେ ।ଭ୍ରମଣ, ରାଜନୀତି,ପ୍ରଶାସନ, ସଭାସମିତି ପାଇଁ ଦିନଟିଭଲ । ଅପରାହ୍ନେ କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୫ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ପ୍ରଶଂସିତହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର–ଯାହା ଓ ଯେମିତି ଭାବୁଛନ୍ତି ଆଜିତାହା ସମ୍ପନ୍ନ ହେବ ।କମ୍ରକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଦେଖା ଦେଇପାରେ ।ଟିକିଏ ଟିକିଏ କଥାରେ ଆଶଙ୍କା ଦେଖା ଦେଇପାରେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୭ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ -ପାରିବାରିକ କ୍ଷେତ୍ରରେ ଥିବା ବ୍ୟତିକ୍ରମକୁ ନେଇ ଚିନ୍ତିତ ରହିବେ । ପୂର୍ବରାଗକୁ କେନ୍ଦ୍ରକରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହସମ୍ପର୍କ ମଧ୍ୟ ଭଲ ରହିବ ନାହିଁ ।ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ ବଢିଲେ ମଧ୍ୟ ପାରିବାରିକ ସହ-ଯୋଗ ମନକୁ ହାଲୁକା ରଖିବ । ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାର୍ଯ୍ୟସହ-ଯୋଗ ଅବଶ୍ୟମିଳିବ ।ଶୁଭରଙ୍ଗମେରୁନ୍ ।ଶୁଭ ଅଙ୍କ ୩ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।



from Prameya News7 https://ift.tt/8lNzfBn
ମାର୍ଚ୍ଚ ୦୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ମାର୍ଚ୍ଚ ୦୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on March 03, 2022 Rating: 5

No comments:

Powered by Blogger.