ମେଷ–ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି ।କାନକୁହା କଥା ଶୁଣିଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
କର୍ମଜୀବି-ପ୍ରମୋସନ୍ ମିଳିବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ବୃଷ–କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଅନ୍ୟମାନଙ୍କର ଚାପରେ ପଡି ଏକାଧିକ କାମହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୫ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଅର୍ଥହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ – ଆଜି ଦଶମ ଚନ୍ଦ୍ରହେତୁ ପ୍ରତ୍ୟେକ ଦିଗରୁ ଲାଭ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ । ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୨ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
କର୍କଟ–ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ ।ସହକର୍ମୀଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବେ ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୭ ।
ଚାଷୀ-ଜଳବାୟୁବିଷୟରେସଠିକ୍ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କସହାୟତାକୁହାତଛଡାକରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକହେବେ ।
ସିଂହ –ବୁଧାଦିତ୍ୟ ଯୋଗଗୁରୁ କ୍ଷେତ୍ରସ୍ଥ ହେତୁ ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ । ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯିବେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୬ ।
ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞହେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆଡିଲ୍ ମିଳିବ ।
ଗୃହିଣୀ-ସୁଖୀହେବେ ।
କନ୍ୟା –ଆଜି ଶନିଯୁକ୍ତ ସପ୍ତମଚନ୍ଦ୍ର ହେତୁ ଯାତ୍ରା ସ୍ଥଗିତ ମନକୁ ବିଷାଦିତ କରିବ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତି ସତର୍କରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ତୁଳା–ଶୁକ୍ର ପ୍ରଭାବରେ ଆନୁଷ୍ଠାନିକସୁବିଧା ସୁଯୋଗ ସହକାବ୍ୟ, ସାହିତ୍ୟ, କଳା, କାରିଗର ପ୍ରତି ରୁଚି ବଳିବ ।ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜୈବିକ ସାରମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା–କେତୁ ଯୁକ୍ତ ରାଶିସ୍ଥ ହେତୁ କୌଶଳରେ କାମ ହାସଲ କରିପାରିବେ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୭ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକ ହେବେ ।
ଧନୁ – ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକଏବଂ ନିର୍ମାଣକ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ ।ଉତ୍ତରା ଷାଢା ନକ୍ଷତ୍ରର ସାମାନ୍ୟ ବଚସାରୁ ପ୍ରିୟବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ ।ଶୁଭରଙ୍ଗ ପିଚ୍ ।ଶୁଭଅଙ୍କ ୧ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ-ଘର କାମରେବ୍ୟସ୍ତରହିବେ ।
ମକର–ସକାଳୁ ଅର୍ଥ ସାହାଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟ ପୂର୍ଣ୍ଣ କଥା କହିବେ । ଆଜି ଅଧ୍ୟୟନ, ଆଲୋଚନା , ତର୍କରେ ପ୍ରଶଂସିତ ହେବେ ।ଭୁଲ୍ ବୁଝାମଣା କାରଣରୁ ପଡୋଶୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ ।ଶୁଭରଙ୍ଗ କଫି ।ଶୁଭ ଅଙ୍କ ୪ ।
ଚାଷୀ-ପୋଖରୀ/ଗାଢିଆ କରିଜଳ ସଞ୍ଚୟକରନ୍ତୁ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟତତ୍ପରରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବାଡିଲ୍, ପଳେଇ ଯାଇପାରେ ।
ଗୃହିଣୀ-ସଜାସଜିରେବ୍ୟସ୍ତରହିବେ ।
କୁମ୍ଭ – ଜନ୍ମଚନ୍ଦ୍ର ଶନି କ୍ଷେତ୍ରସ୍ଥ ହେତୁ ବିଭିନ୍ନ କଥା ଚିନ୍ତାକରି ମାନସିକ ସ୍ଥିତି ଭଲ ରହି ନପାରେ । ଅଫିସ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇଉଠିବ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୬ ।
ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ମୀନ – ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କସହ ଆଲୋଚନା ମନଃସ୍ଥିତିକୁ ଦୃଢକରିପାରେ ।କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଆଶ୍ୱସ୍ତି ଲାଭ କରିବେ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୮ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ହେବେ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
from Prameya News7 https://ift.tt/nQ5WEVq

No comments: