ଆଉ ନାହାନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର: ୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ Kanak News

କନକ ବ୍ୟୁରୋ: ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ପରଲୋକ । ୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଫୁଲ୍ଲ କର । ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ । ଭୁବନେଶ୍ୱର ବାସଭବନରେ ଅଛି ପ୍ରଫୁଲ୍ଲ କରଙ୍କ ପାର୍ଥିବ ଶରୀର । ୧୬ ଫେବୃଆରୀ ୧୯୩୯ରେ ପ୍ରଫୁଲ୍ଲ କର ପୁରୀରେ ଜନ୍ମ ଗ୍ରହଣ କରିଥିଲେ । ୭୦ଟି ଓଡିଆ ୪ଟି ବେଙ୍ଗଲୀ ଫିଲ୍ମ ପାଇଁ କରିଥିଲେ କଣ୍ଠଦାନ । ବିଭିନ୍ନ ସମ୍ମାନରେ ମଧ୍ୟ ସମ୍ମାନ୍ଥଚ୍ଛ ହୋଇଛନ୍ତି ପ୍ରଫୁଲ୍ଲ କର ।

The post ଆଉ ନାହାନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର: ୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ first appeared on Kanak News.



from Kanak News https://ift.tt/R8ezVZs https://ift.tt/vyBpSz6
ଆଉ ନାହାନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର: ୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ Kanak News ଆଉ ନାହାନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର: ୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ Kanak News Reviewed by SUBHENDU BARAL on April 17, 2022 Rating: 5

No comments:

Powered by Blogger.