ମେଷ–ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଯାତ୍ରା, ନୂତନ କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ସାମାଜିକ ସ୍ତରରେ ପଡୋଶୀମାନେ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
ବୃଷ –ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କିନ୍ତୁ କୌଣସି ମହିଳା କିମ୍ବା ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ । କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ – ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ରୂପେ ଦେଖା ଦେବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ରପ୍ତାନି କାରବାରରେ କଳହ କିମ୍ବା ବନ୍ଧୁଙ୍କ ସହ ମତାନ୍ତର ଘଟିପାରେ । ଅସୁବିଧାରେ ପଡିଥିବା ଲୋକଟିକୁ ସାହାର୍ଯ୍ୟ କରି ସମାଲୋଚିତ ହୋଇପାରନ୍ତି ।ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍କଟ – ଉଚ୍ଚବର୍ଗର ଲୋକଙ୍କ ସଂସ୍ପର୍ଶରେ ଆସି ପାରନ୍ତି । ବନ୍ଧୁଙ୍କ ନିନ୍ଦାଗାନ ଶୁଣି ନୀରବ ରହିବେ ।ଅଶ୍ଲେଷା ନକ୍ଷତ୍ର ସକାଶେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି । ମାନସିକ ଚାପ ବୃଦ୍ଧି ହେତୁ ରକ୍ତଚାପ ବୃଦ୍ଧି ପାଇବା କରନରୁ ଚିଡି ଚିଡି ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ସିଂହ – ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ବେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ । ଆଜି ସକାଳୁ କାର୍ଯ୍ୟକ୍ଷେତ୍ରରୁ ଶୀଘ୍ର ଯିବାକୁ ଆହ୍ୱାନ ଆସିପାରେ । ଜଞ୍ଜାଳ ଏତଏ ମାତ୍ରାରେ ବଢିଯିବ ଯେ ସାମାନ୍ୟ ଫିର୍ସତ୍ ମଧ୍ୟ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।
କନ୍ୟା – ଏହା ସାଙ୍ଗକୁ ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ସଫଳତା ମିଳିବ । ଅନ୍ୟମନସ୍କତା କେତେକ ବ୍ୟତିକ୍ରମର କାରଣ ପାଲଟି ଯାଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ତୁଳା – ଆଜିର ଅଶାନ୍ତ ପରିସ୍ଥିତି, ଗୃହଛିଦ୍ର, ବନ୍ଧୁଙ୍କ ଅନୁଚିତ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହୋଇପାରେ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟିକ କ୍ଷେତ୍ର, ନିର୍ମାଣ, କଚେରି ମାମଲା ଦିଗରୁ ଆଶ୍ୱସ୍ତି ପାଇବେ । ଶୁଭ ରଙ୍ଗଧଳା । ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବିଛା – ଯାହା ଚାହୁଁଛନ୍ତି ତାହା କରିପାରିବେ, ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଜମିଜମା, କିମ୍ବା ନିର୍ମାଣ ଓ ସାଂଗଠନିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି । ଯାନବାହନ ଚାଳନାରେ ସତର୍କର ସମ୍ଭାବନା ରହିଛି ।ଯାନବାହନର ଚାଳନାରେ ସତର୍କ ରହନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ଧନୁ – ଆଲୋଚନା ପରିସରରେ ବ୍ୟବହାରିକ ବ୍ୟତିକ୍ରମ ସାମୟିକ ବାଧା ସୃଷ୍ଟି କରିପାରେ । ନିର୍ଦ୍ଦିଷ୍ଟ ସମୟରେ ଆପଣଙ୍କ ଅନୁପସ୍ଥିତି ପାଇଁ କୈଫିୟତ ଦେବାକୁ ପଡିପାରେ । ଆପଣଙ୍କ ବାଟକୁ ଚାହିଁ ବସିଥିବା ବନ୍ଧୁଟି ମନେ ମନେ ବିରକ୍ତି ପ୍ରକାଶ କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମକର – ପୂର୍ବର ଅସୁବିଧାଜନକ ସମୟ ବଦଳି ଯିବ ଓ ବନ୍ଧୁମାନେ ସହ-ଯୋଗର ହାତ ବଢାଇବେ । ଆଜିର ଯାତ୍ରାର, ପ୍ରକାଶନ, ଯାନବାହନ , ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ବୁଝାମଣାର ଅଭାବଜନିତ ସମସ୍ୟା ଭିତରେ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ – ଅବଶ୍ୟ ଆର୍ଥିକ ସ୍ଥିତି ବହୁତ ଭଲ ତହିବ ଏବଂ କୌଣସି ମୂଲ୍ୟବାନ ଜିନିଷ ଖରିଦ କରିପାରନ୍ତି । ଆତ୍ମୀୟମାନେ ଆପଣଙ୍କ କାର୍ଯ୍ୟକୁ ପସନ୍ଦ ନ କଲେ ମଧ୍ୟ ମୁହଁ ଆଗରେ କିଛି ଜରିବେ ନାହିଁ । ନୂତନ ସମ୍ପର୍କ ସ୍ଥାପନ ପାଇଁ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ମୀନ – କର୍ମକ୍ଷେତ୍ରରେ ଘଟି ଯାଇଥିବା ଯେଉଁ ବ୍ୟତିକ୍ରମ ପାଇଁ ଝମେଲାର ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ-ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
from Prameya News7 https://ift.tt/FWyZqfl
No comments: