ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜଣଙ୍କୁ ମିଳିପାରେ କ୍ୟାବିନେଟ୍ ପାହ୍ୟା। ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ନବକିଶୋର ଦାସ, ଅଶୋକ ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ, ଜଗନ୍ନାଥ ସାରକାଙ୍କୁ କ୍ୟାବିନେଟ ପାହ୍ୟା ମିଳିବାର ସମ୍ଭାବନା ରହିଛି।
୮ ଜଣଙ୍କୁ ମିଳିପାରେ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ। ସମୀର ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ, ବାସନ୍ତୀ ହେମ୍ବ୍ରମଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବାର ସମ୍ଭାବନା ରହିଛି।
from Latest Odisha News, Breaking News Today | Top Updates on Corona - OTV News https://ift.tt/4NjIHKa
ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ୧୩ କ୍ୟାବିନେଟ୍, ୮ ରାଷ୍ଟ୍ରମନ୍ତ୍ରୀ ! Chandan Shishu
Reviewed by SUBHENDU BARAL
on
June 04, 2022
Rating:
No comments: