ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । Kanak News

କନକ ବ୍ୟୁରୋ : ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ । ଗତକାଲି ଦେବସ୍ନାନ ନୀତି ପରେ ଅଣସର ପିଣ୍ଡିରେ ଅଛନ୍ତି ଚତୁର୍ଦ୍ଧାମୂର୍ତି । ଆଜିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଅଲାରନାଥ ପୀଠରେ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ଭୋରୁ ଶ୍ରୀଅଲାରନାଥଙ୍କ ମନ୍ଦିର ଦ୍ୱାରଫିଟା ପରେ ମଙ୍ଗଳଆରତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ୱାରପାଳ ପୂଜା, ସ୍ୱୂର୍ଯ୍ୟ ପୂଜା ଶେଷ ହୋଈଛି ।

ସକାଳ ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହୋଇଛି । ଦର୍ଶନକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମନ୍ଦିର ଆଗରେ ଏକ ଅସ୍ଥାୟୀ ଫାଣ୍ଡି ଖୋଲାଯାଇଛି । ୬ ପ୍ଲାଟୁର୍ନ ଫୋସ ମୁତୟକ ରାଯାଇଛି । ସାଦା ପୋଷାକରେ ଦସ୍ୱବ ୌସକ୍ନ ପୁଲିସ ମଧ୍ୟ ମୁତୟନ କରାଯାଇଛି ।

The post ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । first appeared on Kanak News.



from Kanak News https://ift.tt/nKlAr2u https://ift.tt/lOKAEj7
ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । Kanak News ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ । ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । Kanak News Reviewed by SUBHENDU BARAL on June 04, 2023 Rating: 5

No comments:

Powered by Blogger.