ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ Kanak News

କନକ ବ୍ୟୁରୋ : ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ୪୪ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ସହାୟତା ମିଳିବ । ଏଥିରେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ ଉପକୃତ ହେବେ । ଚାଷୀଙ୍କ ଆକାଉଣ୍ଟକୁ ୨ହଜାର ଲେଖାଏଁ ଦିଆଯିବ । ୯୦୦ କୋଟି ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ହସ୍ତାନ୍ତର ହେବ ।

The post ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ first appeared on Kanak News.



from Kanak News https://ift.tt/XF1pfcU https://ift.tt/Xp0l9Ka
ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ Kanak News ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ Kanak News Reviewed by SUBHENDU BARAL on September 19, 2023 Rating: 5

No comments:

Powered by Blogger.