ଜେଲରୁ ମିକୁଳିଲେ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗ୍ । ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ୍ Kanak News

କନକ ବ୍ୟୁରୋ: ଆଜି ଜେଲରୁ ମୁକୁଳିଲେ ହନିଟ୍ରାପ୍ କ୍ୱିନ୍ ଭାବେ ଜଣା ଅର୍ଚ୍ଚନା ନାଗ୍ । ହାଇକୋର୍ଟରୁ ତାଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି । ତାଙ୍କୁ ଆଣିବାକୁ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ୍ ଯାଇଥିବା ଦେଖିବାକୁ ମିଳିଥିଲା ।

ଇଡି ମାମଲାରେ ତାଙ୍କୁ ହାଇକୋର୍ଟରୁ ତାଙ୍କୁ ଜାମିନ୍ ମିଳିଛି । ଇଡି ମାମଲାରେ ନୟାପଲ୍ଲୀ ଥାନା ଓ ଖଣ୍ଡଗିରି ଥାନା ମାମଲାରେ ମଧ୍ୟ ତାଙ୍କୁ ଜାମିନ୍ ମିଳିସାରିଛି । ତେବେ ମାମଲାର ସବୁ ତଥ୍ୟ ସେ ମାନ୍ୟବର କୋର୍ଟଙ୍କୁ ଦେବେ ଏବଂ ସେ ନ୍ୟାୟ ପାଇଁ କୋର୍ଟର ଦ୍ୱାରସ୍ଥ ହେବେ ବୋଲି ଗଣମାଧ୍ୟମରେ କହିଛନ୍ତି ଅର୍ଚ୍ଚନା ନାଗ୍ ।

The post ଜେଲରୁ ମିକୁଳିଲେ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗ୍ । ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ୍ first appeared on Kanak News.



from Kanak News https://ift.tt/g649SLC https://ift.tt/63UPGJD
ଜେଲରୁ ମିକୁଳିଲେ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗ୍ । ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ୍ Kanak News ଜେଲରୁ ମିକୁଳିଲେ ହନିଟ୍ରାପ୍ କ୍ୱିନ୍ ଅର୍ଚ୍ଚନା ନାଗ୍ । ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ୍ Kanak News Reviewed by SUBHENDU BARAL on December 11, 2023 Rating: 5

No comments:

Powered by Blogger.