ଭୁବନେଶ୍ୱରରେ ୨ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ Tanmay Kumar Mahalik

ଭୁବନେଶ୍ୱରରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ । ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ କିଛି ଦୁର୍ବୃତ୍ତ ହାଣିଛନ୍ତି । ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି ।

ଆହତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯୁବକଙ୍କ ପରିଚୟ ମିଳିନଥିବା ବେଳେ, ତାଙ୍କୁ କିଏ ଓ କାହିଁକି ଆକ୍ରମଣ କଲେ ତାହା ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।



from Latest Odisha News, Breaking News Today | Top Updates on Corona - OTV News https://ift.tt/X0dPx6N
ଭୁବନେଶ୍ୱରରେ ୨ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ Tanmay Kumar Mahalik ଭୁବନେଶ୍ୱରରେ ୨ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ Tanmay Kumar Mahalik Reviewed by SUBHENDU BARAL on December 24, 2023 Rating: 5

No comments:

Powered by Blogger.