ଶୀତ ସହ ଘନ କୁହୁଡ଼ିର ଆସ୍ତରଣ । ଆଜି ୨୨ଟି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ । Kanak News

କନକ ବ୍ୟୁରୋ: ଶୀତ ସାଙ୍ଗକୁ ଘନ କୁହୁଡ଼ି । ରାଜଧାନୀ ଭୁବନେଶ୍ୱରରେ କୁହୁଡ଼ିର ଆସନ୍ତରଣ । କଟକରେ ବି କୁହୁଡ଼ି ଦେଖିବାକୁ ମିଳିଛି । ଆଜି ୨୨ଟି ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣି ଜାରି କରିଥିଲା ପାଣିପାଗ ବିଭାଗ । ଝାରସୁୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀରରେ ମଧ୍ୟମରୁ ଘନ କୁହୁଡ଼ି ନେଇ ସତର୍କତା ଜାରି ହୋଇଥିଲା । ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।

The post ଶୀତ ସହ ଘନ କୁହୁଡ଼ିର ଆସ୍ତରଣ । ଆଜି ୨୨ଟି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ । first appeared on Kanak News.



from Kanak News https://ift.tt/jfTVCWs https://ift.tt/Cv3ZQMA
ଶୀତ ସହ ଘନ କୁହୁଡ଼ିର ଆସ୍ତରଣ । ଆଜି ୨୨ଟି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ । Kanak News ଶୀତ ସହ ଘନ କୁହୁଡ଼ିର ଆସ୍ତରଣ । ଆଜି ୨୨ଟି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ । Kanak News Reviewed by SUBHENDU BARAL on January 09, 2024 Rating: 5

No comments:

Powered by Blogger.