ହୀରାକୁଦରେ ଆଜିଠାରୁ ଆରମ୍ଭ ହେଲା ପକ୍ଷୀ ଗଣନା Tanmay Kumar Mahalik

ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ । ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଂଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି ।

ମୋଟ ୩୨ଟି ଟିମ ସହିତ ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡାର ବନ ବିଭାଗ ମଧ୍ୟ ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏନେଇ ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡର ଡିଏଫଓ ସୂଚନା ଦେଇଛନ୍ତି ।



from Latest Odisha News, Breaking News Today | Top Updates on Corona - OTV News https://ift.tt/Nl6tASR
ହୀରାକୁଦରେ ଆଜିଠାରୁ ଆରମ୍ଭ ହେଲା ପକ୍ଷୀ ଗଣନା Tanmay Kumar Mahalik ହୀରାକୁଦରେ ଆଜିଠାରୁ ଆରମ୍ଭ ହେଲା ପକ୍ଷୀ ଗଣନା Tanmay Kumar Mahalik Reviewed by SUBHENDU BARAL on January 07, 2024 Rating: 5

No comments:

Powered by Blogger.